Ezekiel 18:8 — Compare Translations
5 translations compared side by side
Odia - 1840
"ସେ ଋଣ ଦଇେ ସୁଧ ନଇେ ନାହିଁ କିମ୍ବା ସୁଧ ଦାବି କରି ନାହିଁ। ସେ ମନ୍ଦରୁ ଦୂର ରେ ରହେ ଏବଂ ସମସ୍ତଙ୍କୁ ଉତ୍ତମ ବ୍ଯବହାର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
Odia Bible ERV 2004 (ପବିତ୍ର ବାଇବଲ)
ସେ ଋଣ ଦେଇ ସୁଧ ନେଇ ନାହିଁ କିମ୍ବା ସୁଧ ଦାବି କରି ନାହିଁ। ସେ ମନ୍ଦରୁ ଦୂରରେ ରହେ ଏବଂ ସମସ୍ତଙ୍କୁ ଉତ୍ତମ ବ୍ୟବହାର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
Odia IRV 2017 (ଓଡିଆ ବାଇବେଲ)