Ezekiel 18:9 — Compare Translations

5 translations compared side by side

Odia - 1840
"ସେ ମାେ ନିଯମାନୁସା ରେ ଜୀବନ ଧାରଣ କରେ ଏବଂ ମାେ ନିଯମ ଅନୁସାରେ ଯାହା ଯଥାର୍ଥ ତାହା ଅନୁସରଣ କରେ। ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ସହେି ମନୁଷ୍ଯ ଧାର୍ମିକ ଅଟେ, ସେ ନିଶ୍ଚିତଭାବରେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋ’ ନିୟମାନୁସାରେ ଜୀବନ ଧାରଣ କରେ ଏବଂ ମୋ’ ନିୟମ ଅନୁସାରେ ଯାହା ଯଥାର୍ଥ ତାହା ଅନୁସରଣ କରେ।” ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ସେହି ମନୁଷ୍ୟ ଧାର୍ମିକ ଅଟେ, ସେ ନିଶ୍ଚିତଭାବରେ ବଞ୍ଚିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ।”