Ezekiel 19:10 — Compare Translations

5 translations compared side by side

Odia - 1840
"'ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ବରୂପ ଥିଲା। ଅଗାଧ ଜଳ ଯୋଗୁଁ ସେ ଫଳବତୀ ଓ ଶାଖା ରେ ପରିପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ଵରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା। ଅଗାଧ ଜଳ ଯୋଗୁଁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।