Ezekiel 19:11 — Compare Translations

5 translations compared side by side

Odia - 1840
"ରାଜଦଣ୍ଡ ହବୋ ନିମନ୍ତେ ତାହାର ଶାଖାସବୁ ଦୃଢ଼ ହାଇେଥିଲା। ଗହଳ ପତ୍ରୟୁକ୍ତ ହାଇେ ସେସବୁ ଦୀର୍ଘତା ରେ ବହୁ ଉଚ୍ଚ ହେଲା। ଆଉ ଉଚ୍ଚତା ରେ ତାହା ମେଘକୁ ସ୍ପର୍ଶ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କର୍ତ୍ତୃତ୍ଵକାରୀମାନଙ୍କର ରାଜଦଣ୍ତ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେସବୁ ସ୍ଵ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା। ଗହଳ ପତ୍ରଯୁକ୍ତ ହୋଇ ସେସବୁ ଦୀର୍ଘତାରେ ବହୁ ଉଚ୍ଚ ହେଲା। ଆଉ ଉଚ୍ଚତାରେ ତାହା ମେଘକୁ ସ୍ପର୍ଶ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।