Ezekiel 19:12 — Compare Translations
5 translations compared side by side
Odia - 1840
"ମାତ୍ର ତାହା କୋପ ରେ ଉତ୍ପାଟିତ ହାଇେ ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀଯ ପବନ ତାହାର ଫଳକୁ ଶୁଷ୍କ କଲା। ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହାଇଗେଲା। ଅଗ୍ନି ସେସବୁକୁ ଗ୍ରାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେସବୁକୁ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତାହା କୋପରେ ଉତ୍ପାଟିତ ହୋଇ ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ପବନ ତାହାର ଫଳକୁ ଶୁଷ୍କ କଲା। ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହୋଇଗଲା। ଅଗ୍ନି ସେସବୁକୁ ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।