Ezekiel 19:14 — Compare Translations

5 translations compared side by side

Odia - 1840
"ତାହାର ଏକ ବୃହତ୍ ଶାଖାରୁ ଅଗ୍ନି ନିର୍ଗତ ହାଇେ ସହେି ଦ୍ରାକ୍ଷାଲତାକୁ ଓ ତାହାର ଫଳକୁ ଗ୍ରାସ କରିଅଛି। ଏଣୁ ରାଜଦଣ୍ଡ ପାଇଁ ତାହାର ଗୋଟିଏ ହେଲେ ଦୃଢ଼ ଶାଖା ନାହିଁ।' ଏହା ବିଳାପର ବିଷଯ ଅଟେ ଓ ବିଳାପଜନକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ଶାଖା ଦଣ୍ତସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ତ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ । ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଏକ ବୃହତ୍ ଶାଖାରୁ ଅଗ୍ନି ନିର୍ଗତ ହୋଇ ସେହି ଦ୍ରାକ୍ଷାଲତାକୁ ଓ ତାହାର ଫଳକୁ ଗ୍ରାସ କରିଅଛି। ଏଣୁ ରାଜଦଣ୍ଡ ପାଇଁ ତାହାର ଗୋଟିଏ ହେଲେ ଦୃଢ଼ ଶାଖା ନାହିଁ।’ ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ।” ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ। ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।”