Ezekiel 19:3 — Compare Translations
5 translations compared side by side
Odia - 1840
"ସହେି ପ୍ରତିପାଳିତ ଛୁଆମାନଙ୍କ ମଧ୍ଯରୁ ଗୋଟଏ ଛୁଆ ୟୁବା ସିଂହ ହେଲା। ସେ ମୃଗଯା କରିବା ଶିଖିଲା ଓ ସେ ମନୁଷ୍ଯମାନଙ୍କୁ ଗ୍ରାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା। ସେ ମୃଗୟା କରିବା ଶିଖିଲା ଓ ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।