Ezekiel 19:4 — Compare Translations
5 translations compared side by side
Odia - 1840
"ନାନା ଦେଶୀଯମାନେ ତାହା ବିଷଯ ରେ ଶୁଣିଲେ ଓ ସମାନେେ ତାକୁ ୟନ୍ତା ରେ ଧରିଲେ। ସମାନେେ ତା' ପାଟି ରେ ଆଙ୍କୁଶ ଦଇେ ତାହାକୁ ମିଶରକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ଵାରା ତାହାକୁ ମିସର ଦେଶକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ନାନା ଦେଶୀୟମାନେ ତାହା ବିଷୟରେ ଶୁଣିଲେ ଓ ସେମାନେ ତାକୁ ଯନ୍ତାରେ ଧରିଲେ। ସେମାନେ ତା’ ପାଟିରେ ଅଙ୍କୁଶ ଦେଇ ତାହାକୁ ମିଶରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରାପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରା ପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ।