Ezekiel 19:6 — Compare Translations

5 translations compared side by side

Odia - 1840
"ପୁଣି ସେ ଅନ୍ୟ ସିଂହମାନଙ୍କ ସହିତ ବିଚରଣ କରି ୟୁବା ସିଂହ ହାଇେ ଉଠିଲା। ସେ ମୃଗଯା କରିବା ଶିଖିଲା ଓ ମନୁଷ୍ଯମାନଙ୍କୁ ଗ୍ରାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ଅନ୍ୟ ସିଂହମାନଙ୍କ ସହିତ ବିଚରଣ କରି ଯୁବା ସିଂହ ହୋଇ ଉଠିଲା। ସେ ମୃଗୟା କରିବା ଶିଖିଲା ଓ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।