Ezekiel 19:7 — Compare Translations
5 translations compared side by side
Odia - 1840
"ସେ ସମାନଙ୍କେର ଅଟ୍ଟାଳିକାସବୁ ଆକ୍ରମଣ କଲା ଓ ସମାନଙ୍କେର ନଗରସବୁ ଧ୍ବଂସ କଲା। ଆଉ ତାହାର ଗର୍ଜନ ଶବ୍ଦ ଶୁଣି ଦେଶର ପ୍ରେତ୍ୟକକ ଭୟଭୀତ ହାଇେ ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜନର ଶଦ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କର ଅଟ୍ଟାଳିକାସବୁ ଆକ୍ରମଣ କଲା ଓ ସେମାନଙ୍କର ନଗରସବୁ ଧ୍ୱଂସ କଲା। ଆଉ ତାହାର ଗର୍ଜନ ଶବ୍ଦ ଶୁଣି ଦେଶର ପ୍ରତ୍ୟେକ ଭୟଭୀତ ହୋଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।