Ezekiel 19:8 — Compare Translations

5 translations compared side by side

Odia - 1840
"ତାହାର ଚତୁର୍ଦ୍ଦିଗ ରେ ବାସ କରୁଥିବା ଦେଶବାସୀମାନେ ତା' ବିରୁଦ୍ଧ ରେ ଏକ ଜାଲ ବିଛାଇଲେ ଓ ସହେି ଜାଲ ରେ ତାକୁ ଧରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରା ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଚତୁର୍ଦ୍ଦିଗରେ ବାସ କରୁଥିବା ଦେଶବାସୀମାନେ ତା’ ବିରୁଦ୍ଧରେ ଏକ ଜାଲ ବିଛାଇଲେ ଓ ସେହି ଜାଲରେ ତାକୁ ଧରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରାପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରା ପଡ଼ିଲା।