Ezekiel 19:9 — Compare Translations

5 translations compared side by side

Odia - 1840
"ଆଉ ସମାନେେ ତାକୁ ଅଙ୍କୁଶ ଦ୍ବାରା ପିଞ୍ଜରା ରେ ରଖି ବାବିଲ ରାଜା ନିକଟକୁ ନଇଗେଲେ। ଇଶ୍ରାୟେଲର ପର୍ବତ ସମୂହର ତାହାର ହୁଙ୍କାର ଶବ୍ଦ ଆଉ ଶୁଣା ନ ଯାଉ, ଏଥିପାଇଁ ସମାନେେ ତାହାକୁ ଦୃଢ଼ ଗଡ଼ ମଧ୍ଯକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାକୁ ଅଙ୍କୁଶ ଦ୍ଵାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶଦ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରାରେ ରଖି ବାବିଲ ରାଜା ନିକଟକୁ ନେଇଗଲେ। ଇସ୍ରାଏଲର ପର୍ବତ ସମୂହର ତାହାର ହୁଙ୍କାର ଶବ୍ଦ ଆଉ ଶୁଣା ନ ଯାଉ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।