Ezekiel 2:1 — Compare Translations

5 translations compared side by side

Odia - 1840
"ଅନନ୍ତର ସେ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ।
Odia Bible ERV 2004 (ପବିତ୍ର ବାଇବଲ)
The Lord Speaks to Ezekiel ଅନନ୍ତର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”