Ezekiel 2:10 — Compare Translations

5 translations compared side by side

Odia - 1840
"ଆଉ ମୁଁ ସହେି ଗୁଡ଼ା ହାଇେଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲଖାେ ହାଇେଥିବାର ଦେଖିଲି। ଆଉ ସେଥି ରେ ବିଳାପ, ଶାେକ ଓ ସନ୍ତାପର କଥା ଲିଖିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ସେହି ଗୁଡ଼ା ହୋଇଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲେଖା ହୋଇଥିବାର ଦେଖିଲି। ଆଉ ସେଥିରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମୋ’ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।