Ezekiel 2:3 — Compare Translations
5 translations compared side by side
Odia - 1840
"ତା'ପ ରେ ସେ ମାେତେ କହିଲା, ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲର ସନ୍ତାନଗଣଙ୍କ ନିକଟକୁ ପ୍ ରରଣେ କରୁଛି। ସମାନେେ ଏକ ବିଦ୍ରୋହୀ ଜାତି। ସମାନେେ ଓ ସମାନଙ୍କେର ପୂର୍ବପୁରୁଷଗଣ ମାେ ବିରୁଦ୍ଧ ରେ ବିଦ୍ରୋହ କଲେ ଓ ଆଜି ପର୍ୟ୍ଯନ୍ତ ପାପ କରି ଚାଲିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ କହିଲେ,ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ହିଁ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମୋତେ କହିଲା, “ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲର ସନ୍ତାନଗଣଙ୍କ ନିକଟକୁ ପ୍ରେରଣ କରୁଛି। ସେମାନେ ଏକ ବିଦ୍ରୋହୀ ଜାତି। ସେମାନେ ଓ ସେମାନଙ୍କର ପୂର୍ବପୁରୁଷଗଣ ମୋ’ ବିରୁଦ୍ଧରେ ବିଦ୍ରୋହ କଲେ ଓ ଆଜି ପର୍ଯ୍ୟନ୍ତ ପାପ କରି ଗ୍ଭଲିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।