Ezekiel 2:4 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସନ୍ତାନମାନେ ନିର୍ଲଜ୍ଜମୁଖ ଓ କଠିନଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ସ୍ୱେଚ୍ଛାଗ୍ଭରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଛି। ସେମାନଙ୍କୁ କୁହ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’
Odia IRV 2017 (ଓଡିଆ ବାଇବେଲ)
ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।