Ezekiel 2:5 — Compare Translations

5 translations compared side by side

Odia - 1840
"ସମାନେେ ବିଦ୍ରୋହୀ ବଂଶ, ସମାନେେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭମାନେେ ଏହିସବୁ କଥା ନିଶ୍ଚଯ କହିବ, ଯାହା ଫଳ ରେ ସମାନେେ ଜାଣିବେ ଯେ, ସମାନଙ୍କେ ମଧିଅରେ ଜଣେ ଭବିଷ୍ଯତବକ୍ତା ପହଞ୍ଚିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିଦ୍ରୋହୀ ବଂଶ, ସେମାନେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭେମାନେ ଏହିସବୁ କଥା ନିଶ୍ଚୟ କହିବ, ଯାହା ଫଳରେ ସେମାନେ ଜାଣିବେ ଯେ, ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ପହଞ୍ଚିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବିଦ୍ରୋହୀ-ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।