Ezekiel 2:6 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍‌ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି ଓ ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁର୍ପାର୍ଶ୍ୱରେ କଣ୍ଟକ ତୁଲ୍ୟ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ। କିନ୍ତୁ ସେମାନଙ୍କୁ ଭୟ କର ନାହିଁ। ସେମାନେ ଯାହା କୁହନ୍ତି, ସେଥିରେ ଭୟଭୀତ ହୁଅ ନାହିଁ, ସେମାନଙ୍କ ଗ୍ଭହାଣି ଦ୍ୱାରା ଆତଙ୍କିତ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।