Ezekiel 2:7 — Compare Translations
5 translations compared side by side
Odia - 1840
"ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅତ୍ୟ; ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସେମାନଙ୍କୁ କୁହ କାରଣ ସେମାନେ ଅତ୍ୟନ୍ତ ବିଦ୍ରୋହୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।