Ezekiel 2:8 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ଯ ବିଦ୍ରୋହୀ ହୁଅ ନାହିଁ; ନିଜର ମୁଖ ଖାେଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ନିଜର ମୁଖ ଖୋଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”