Ezekiel 20:1 — Compare Translations

5 translations compared side by side

Odia - 1840
"ଅନନ୍ତର ସପ୍ତମ ବାର୍ଷିକ ପଞ୍ଚମ ମାସର ଦଶମ ଦିନ ରେ ଇଶ୍ରାୟେଲ ବଂଶୀଯ ପ୍ରାଚୀନବର୍ଗଙ୍କ ମଧ୍ଯରୁ କେତେ ଜଣ ସଦାପ୍ରଭୁଙ୍କ ପରାମର୍ଶ ନିମନ୍ତେ ଆସି ମାେ ସମ୍ମୁଖ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋʼ ସମ୍ମୁଖରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
Israel Turned Away From God ଅନନ୍ତର ସପ୍ତମ ବାର୍ଷିକ ପଞ୍ଚମ ମାସର ଦଶମ ଦିନରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେ ଜଣ ସଦାପ୍ରଭୁଙ୍କ ପରାମର୍ଶ ନିମନ୍ତେ ଆସି ମୋ’ ସମ୍ମୁଖରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋʼ ସମ୍ମୁଖରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ’ ସମ୍ମୁଖରେ ବସିଲେ।