Ezekiel 20:10 — Compare Translations

5 translations compared side by side

Odia - 1840
"ମୁଁ ଇଶ୍ରାୟେଲକୁ ମିଶର ଦେଶରୁ ବାହାର କରି ଆଣି ମରୁଭୂମିରେ ରଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇସ୍ରାଏଲକୁ ମିଶର ଦେଶରୁ ବାହାର କରି ଆଣି ମରୁଭୂମିରେ ରଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।