Ezekiel 20:11 — Compare Translations

5 translations compared side by side

Odia - 1840
"ତା'ପ ରେ ଆମ୍ଭେ ସମାନଙ୍କେୁ ଆପଣାର ବିଧି ଦଲେୁ ଓ ଆପଣା ବ୍ଯବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯେବେ ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ବ୍ୟବସ୍ଥା ସକଳ ଜ୍ଞାତ କରାଇଲୁ। ଯେଉଁ ମଣିଷ ତାହା ପାଳନ କରିବ ସେ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!