Ezekiel 20:12 — Compare Translations

5 translations compared side by side

Odia - 1840
"ଏବଂ ମୁଁ ସମାନଙ୍କେୁ ମାରେ ବିଶ୍ରାମ ଦିନ ବିଷଯ ରେ ସବୁ କହିଲି। ଏହା ମାରେ ଓ ସମାନଙ୍କେ ମଧିଅରେ ଚୁକ୍ତିର ଚିହ୍ନ ସ୍ବରୂପ ଯେଉଁଥି ପାଇଁ ସମାନେେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସମାନଙ୍କେୁ ପବିତ୍ର କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ସେମାନଙ୍କୁ ମୋର ବିଶ୍ରାମ ଦିନ ବିଷୟରେ ସବୁ କହିଲି। ଏହା ମୋର ଓ ସେମାନଙ୍କ ମଧ୍ୟରେ ଚୁକ୍ତିର ଚିହ୍ନ ସ୍ୱରୂପ ଯେଉଁଥିପାଇଁ ସେମାନେ ହୁଏତ ଜାଣିପାରନ୍ତି ଯେ, ମୁଁ ସଦାପ୍ରଭୁ ସେମାନଙ୍କୁ ପବିତ୍ର କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।