Ezekiel 20:13 — Compare Translations
5 translations compared side by side
Odia - 1840
"କିନ୍ତୁ ଇଶ୍ରାୟେଲର ପୁତ୍ରଗଣ ମରୁଭୂମିରେ ମାେ ବିରୁଦ୍ଧ ରେ ଗଲେ। ସମାନେେ ମାରେ ବିଧି ପଥରେ ଚାଲିଲେ ନାହିଁ ଓ ମାରେ ବ୍ଯବସ୍ଥା ସକଳ ଅଗ୍ରାହ୍ଯ କଲେ। ଯାହାକୁ ଯଦି ଜଣେ ମନୁଷ୍ଯ ଅନୁସରଣ କରେ, ତବେେ ସେ ବଞ୍ଚିବ। ଏବଂ ସମାନେେ ମାରେ ବିଶ୍ରାମଦିନସବୁ କଳୁଷିତ କଲେ। ଏବଂ ସେଥିପାଇଁ ମୁଁ କହିଲି, ମରୁଭୂମିରେ ସମାନଙ୍କେ ବିରୁଦ୍ଧ ରେ ମାରେ କୋରଧ ଢ଼ାଳି ଦବେି ଓ ସମାନଙ୍କେୁ ବିନାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯେବେ ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟ; ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘କିନ୍ତୁ ଇସ୍ରାଏଲର ପୁତ୍ରଗଣ ମରୁଭୂମିରେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପଥରେ ଗ୍ଭଲିଲେ ନାହିଁ ଓ ମୋର ବ୍ୟବସ୍ଥା ସକଳ ଅଗ୍ରାହ୍ୟ କଲେ। ଯାହାକୁ ଯଦି ଜଣେ ମନୁଷ୍ୟ ଅନୁସରଣ କରେ, ତେବେ ସେ ବଞ୍ଚିବ। ଏବଂ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ଏବଂ ସେଥିପାଇଁ ମୁଁ କହିଲି, ମରୁଭୂମିରେ ସେମାନଙ୍କ ବିରୁଦ୍ଧରେ ମୋର କ୍ରୋଧ ଢାଳି ଦେବି ଓ ସେମାନଙ୍କୁ ବିନାଶ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Odia IRV 2017 (ଓଡିଆ ବାଇବେଲ)