Ezekiel 20:14 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ମାରେ ନାମକୁ ସହେି ଲୋକମାନଙ୍କ ସମ୍ମୁଖ ରେ ଭ୍ରଷ୍ଟ କରିବା ପାଇଁ ଚାହିଁଲି ନାହିଁ। ଯେଉଁମାନଙ୍କ ଆଗ ରେ ମୁଁ ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ମୋର ନାମକୁ ସେହି ଲୋକମାନଙ୍କ ସମ୍ମୁଖରେ ଭ୍ରଷ୍ଟ କରିବା ପାଇଁ ଗ୍ଭହିଁଲି ନାହିଁ। ଯେଉଁମାନଙ୍କ ଆଗରେ ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।