Ezekiel 20:15 — Compare Translations

5 translations compared side by side

Odia - 1840
"ଦୁଗ୍ଧମଧୁ ପ୍ରବାହିତ ସବୁଠାରୁ ସୁନ୍ଦର ଦେଶସବୁକୁ ସମାନଙ୍କେୁ ନ ଆଣିବା ପାଇଁ ମୁଁ ମରୁଭୂମିରେ ସମାନଙ୍କେ ବିରୁଦ୍ଧ ରେ ପ୍ରତିଜ୍ଞା କଲି, ଯାହା ମୁଁ ସମାନଙ୍କେୁ ଆଗରୁ ପ୍ରତିଜ୍ଞା କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ଵରୂପ ଯେଉଁ ଦୁଗ୍ଧ-ମଧୁପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
Odia Bible ERV 2004 (ପବିତ୍ର ବାଇବଲ)
ଦୁ‌ଗ୍‌ଧମଧୁ ପ୍ରବାହିତ ସବୁଠାରୁ ସୁନ୍ଦର ଦେଶସବୁକୁ ସେମାନଙ୍କୁ ନ ଆଣିବା ପାଇଁ ମୁଁ ମରୁଭୂମିରେ ସେମାନଙ୍କ ବିରୁଦ୍ଧରେ ପ୍ରତିଜ୍ଞା କଲି, ଯାହା ମୁଁ ସେମାନଙ୍କୁ ଆଗରୁ ପ୍ରତିଜ୍ଞା କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ସର୍ବ ଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;