Ezekiel 20:16 — Compare Translations

5 translations compared side by side

Odia - 1840
"କାରଣ ସମାନେେ ମାରେ ବିଧି ସକଳ ମାନିବାକୁ ମନା କଲେ। ସମାନେେ ମାରେ ନିଯମ ଅନୁସାରେ ଜୀବନ ୟାପନ କଲେ ନାହିଁ ଏବଂ ସମାନେେ ମାରେ ବିଶ୍ରାମଦିନକୁ କଳୁଷିତ କଲେ। ସମାନେେ ଏହିପରି ବ୍ଯବହାର କଲେ, କାରଣ ସମାନଙ୍କେର ହୃଦଯ ସମାନଙ୍କେର ମୂର୍ତ୍ତିଗୁଡ଼ିକ ପ୍ରତି ଅନୁରକ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“‘କାରଣ ସେମାନେ ମୋର ବିଧି ସକଳ ମାନିବାକୁ ମନା କଲେ। ସେମାନେ ମୋର ନିୟମ ଅନୁସାରେ ଜୀବନଯାପନ କଲେ ନାହିଁ ଏବଂ ସେମାନେ ମୋର ବିଶ୍ରାମ ଦିନକୁ କଳୁଷିତ କଲେ। ସେମାନେ ଏହିପରି ବ୍ୟବହାର କଲେ, କାରଣ ସେମାନଙ୍କର ହୃଦୟ ସେମାନଙ୍କର ମୂର୍ତ୍ତିଗୁଡ଼ିକ ପ୍ରତି ଅନୁରକ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ।