Ezekiel 20:17 — Compare Translations
5 translations compared side by side
Odia - 1840
"ତଥାପି ମୁଁ ସମାନଙ୍କେ ପାଇଁ ଦୁଃଖିତ ହଲିେ ଓ ସମାନଙ୍କେୁ ବିନାଶ କଲି ନାହିଁ। ସହେି ମରୁଭୂମି ମଧିଅରେ ସମାନଙ୍କେୁ ସମ୍ପୂର୍ଣ୍ଣରୂପେ ହତ୍ଯା କଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଚକ୍ଷୁର୍ଲଜ୍ଜା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ମୁଁ ସେମାନଙ୍କ ପାଇଁ ଦୁଃଖିତ ହେଲି ଓ ସେମାନଙ୍କୁ ବିନାଶ କଲି ନାହିଁ। ସେହି ମରୁଭୂମି ମଧ୍ୟରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ହତ୍ୟା କଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।