Ezekiel 20:18 — Compare Translations

5 translations compared side by side

Odia - 1840
"ଏବଂ ମରୁଭୂମିରେ ସମାନଙ୍କେର ପୁତ୍ରଗଣଙ୍କୁ କହିଲି, ତୁମ୍ଭମାନେେ ନିଜ ପିତୃଗଣଙ୍କ ବିଧି ଅନୁସାରେ ଚାଲ ନାହିଁ। ସମାନଙ୍କେର ବ୍ଯବସ୍ଥା ସକଳ ମାନ ନାହିଁ, ସମାନଙ୍କେ ପ୍ରତିମାଗଣ ଦ୍ବାରା ନିଜକୁ ଅଶୁଚି କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମରୁଭୂମିରେ ସେମାନଙ୍କର ପୁତ୍ରଗଣଙ୍କୁ କହିଲି, “ତୁମ୍ଭେମାନେ ନିଜ ପିତୃଗଣଙ୍କ ବିଧି ଅନୁସାରେ ଗ୍ଭଲ ନାହିଁ। ସେମାନଙ୍କର ବ୍ୟବସ୍ଥା ସକଳ ମାନ ନାହିଁ, ସେମାନଙ୍କ ପ୍ରତିମାଗଣ ଦ୍ୱାରା ନିଜକୁ ଅଶୁଚି କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;