Ezekiel 20:19 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟେ; ମାରେ ବିଧି ରୂପ ପଥରେ ଚାଲ ଓ ମାରେ ବିଧି ସକଳ ରକ୍ଷା କରି ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟେ; ମୋର ବିଧି ରୂପ ପଥରେ ଗ୍ଭଲ ଓ ମୋର ବିଧି ସକଳ ରକ୍ଷା କରି ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;