Ezekiel 20:21 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲର ଲୋକମାନେ ମାେ ବିରୁଦ୍ଧ ରେ ଗଲେ। ସମାନେେ ମାରେ ବିଧି ପାଳନ କଲେ ନାହିଁ କିମ୍ବା ମାରେ ବ୍ଯବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କହେି ମାରେ ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସମାନେେ ମାରେ ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମାରେ କୋରଧ ସମାନଙ୍କେ ଉପ ରେ ଢ଼ାଳି ଦବେି ଏବଂ ପୁରାମାତ୍ରା ରେ ମାରେ କୋପ ସମାନଙ୍କେ ବିରୁଦ୍ଧ ରେ ପ୍ରକାଶ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘କିନ୍ତୁ ଇସ୍ରାଏଲର ଲୋକମାନେ ମୋ’ ବିରୁଦ୍ଧରେ ଗଲେ। ସେମାନେ ମୋର ବିଧି ପାଳନ କଲେ ନାହିଁ କିମ୍ବା ମୋର ବ୍ୟବସ୍ଥା ପାଳନ କଲେ ନାହିଁ। କିନ୍ତୁ ଯଦି କେହି ମୋର ବିଧିସବୁ ଅନୁସରଣ କରେ ସେ ବଞ୍ଚିବ। ଏବଂ ଅଧିକନ୍ତୁ ସେମାନେ ମୋର ବିଶ୍ରାମ ଦିନସବୁ କଳୁଷିତ କଲେ। ତେଣୁ ମୁଁ କହିଲି ଯେ, ମୋର କ୍ରୋଧ ସେମାନଙ୍କ ଉପରେ ଢାଳି ଦେବି ଏବଂ ପୁରାମାତ୍ରାରେ ମୋର କୋପ ସେମାନଙ୍କ ବିରୁଦ୍ଧରେ ପ୍ରକାଶ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
Odia IRV 2017 (ଓଡିଆ ବାଇବେଲ)