Ezekiel 20:22 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ନିଜକୁ କ୍ଷାନ୍ତ କଲି, କାରଣ ମାରେନାମ ପାଖାପାଖି ଦବେତାମାନଙ୍କ ଦ୍ବାରା ଉପହାସିତ ନ ହେଉ ବୋଲି ମୁଁ ଚାହିଁଲି। ଯେଉଁମାନଙ୍କ ଦୃଷ୍ଟି ରେ ମୁଁ ଇଶ୍ରାୟେଲୀୟମାନଙ୍କୁ ମିଶରରୁ ବାହାର କରିଆଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ଵରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ନିଜକୁ କ୍ଷାନ୍ତ କଲି, କାରଣ ମୋର ନାମ ପାଖାପାଖି ଦେବତାମାନଙ୍କ ଦ୍ୱାରା ଉପହାସିତ ନ ହେଉ ବୋଲି ମୁଁ ଗ୍ଭହିଁଲି। ଯେଉଁମାନଙ୍କ ଦୃଷ୍ଟିରେ ମୁଁ ଇସ୍ରାଏଲୀୟମାନଙ୍କୁ ମିଶରରୁ ବାହାର କରି ଆଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।