Ezekiel 20:23 — Compare Translations
5 translations compared side by side
Odia - 1840
"ଏବଂ ସମାନଙ୍କେୁ ନାନା ଜାତି ଏବଂ ଦେଶ ମଧିଅରେ ଛିନ୍ନଭିନ୍ନ କରିବା ସକାେଶ ମରୁଭୂମିରେ ମୁଁ ସମାନଙ୍କେ ବିରୁଦ୍ଧ ରେ ମାରେ ହସ୍ତ ଉଠାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ପ୍ରକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନଙ୍କୁ ନାନା ଜାତି ଏବଂ ଦେଶ ମଧ୍ୟରେ ଛିନ୍ନଭିନ୍ନ କରିବା ସକାଶେ ମରୁଭୂମିରେ ମୁଁ ସେମାନଙ୍କ ବିରୁଦ୍ଧରେ ମୋର ହସ୍ତ ଉଠାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;