Ezekiel 20:24 — Compare Translations
5 translations compared side by side
Odia - 1840
"କାରଣ ସମାନେେ ମାରେ ଆଜ୍ଞା ସକଳ ପାଳନ କଲେ ନାହିଁ ଓ ମାରେ ସକଳ ବିଧି ଅଗ୍ରାହ୍ଯ କଲେ ଓ ମାରେ ସମସ୍ତ ବିଶ୍ରାମଦିନ କଳୁଷିତ କଲେ ଏବଂ ସମାନଙ୍କେର ପିତାମାନଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
“‘କାରଣ ସେମାନେ ମୋର ଆଜ୍ଞା ସକଳ ପାଳନ କଲେ ନାହିଁ ଓ ମୋର ସକଳ ବିଧି ଅଗ୍ରାହ୍ୟ କଲେ ଓ ମୋର ସମସ୍ତ ବିଶ୍ରାମ ଦିନ କଳୁଷିତ କଲେ ଏବଂ ସେମାନଙ୍କର ପିତାମାନଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।