Ezekiel 20:25 — Compare Translations

5 translations compared side by side

Odia - 1840
"ତେଣୁ ଯେଉଁ ବିଧି ମଙ୍ଗଳଜନକ ନୁହେଁ ସହେିସବୁ ବିଧି ଆମ୍ଭେ ସମାନଙ୍କେୁ ଦଲେୁ ଓ ଯେଉଁ ଶାସନ ରେ ସମାନେ ବଞ୍ଚିବେ ନାହିଁ ସହେିପରି ଶାସନ ସମାନଙ୍କେୁ ଦଲେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯେଉଁ ବିଧି ମଙ୍ଗଳଜନକ ନୁହେଁ ସେହିସବୁ ବିଧି ଆମ୍ଭେ ସେମାନଙ୍କୁ ଦେଲୁ ଓ ଯେଉଁ ଶାସନରେ ସେମାନେ ବଞ୍ଚିବେ ନାହିଁ ସେହିପରି ଶାସନ ସେମାନଙ୍କୁ ଦେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;