Ezekiel 20:26 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେୁ ସମାନଙ୍କେର ଉପହାର ମାଧ୍ଯମ ରେ ପ୍ରଥମଜାତ ସନ୍ତାନର ବଳିଦାନ ମାଧ୍ଯମ ରେ ଅଶୁଚି କଲି। ତେଣୁ ମୁଁ ସମାନଙ୍କେୁ ବିନାଶ କରିପାରିଲି। ଫଳ ରେ ସମାନେେ ଶିକ୍ଷା ପାଇବେ ଯେ, ମୁଁ ହିଁ ସଦାପ୍ରଭୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ (ସନ୍ତାନକୁ) ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ଵାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କୁ ସେମାନଙ୍କର ଉପହାର ମାଧ୍ୟମରେ ପ୍ରଥମଜାତ ସନ୍ତାନର ବଳିଦାନ ମାଧ୍ୟମରେ ଅଶୁଚି କଲି। ତେଣୁ ମୁଁ ସେମାନଙ୍କୁ ବିନାଶ କରିପାରିଲି। ଫଳରେ ସେମାନେ ଶିକ୍ଷା ପାଇବେ ଯେ, ମୁଁ ହିଁ ସଦାପ୍ରଭୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।