Ezekiel 20:27 — Compare Translations

5 translations compared side by side

Odia - 1840
"ଏଣୁ ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ସମାନଙ୍କେର ଅବିଶ୍ବସ୍ତତା ରେ ମାରେ ନିନ୍ଦା କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ସେମାନଙ୍କର ଅବିଶ୍ୱସ୍ତତାରେ ମୋର ନିନ୍ଦା କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି।