Ezekiel 20:28 — Compare Translations

5 translations compared side by side

Odia - 1840
"ତଥାପି ମୁଁ ଆଗ ରେ ଯେଉଁ ଦେଶ ସମାନଙ୍କେୁ ଦବୋପାଇଁ ପ୍ରତିଜ୍ଞା କରିଥିଲି, ସହେି ଦେଶକୁ ସମାନଙ୍କେୁ ଆଣିଲି। ସେତବେେଳେ ସମାନେେ ପ୍ରେତ୍ୟକକ ଉଚ୍ଚପର୍ବତ ଓ ପ୍ରେତ୍ୟକକ ଗହଳିଆ ବୃକ୍ଷ ଦେଖି ସମାନଙ୍କେର ବଳିଦାନ କଲେ। ସମାନେେ ସମାନଙ୍କେର ବଳିଦାନ ଦ୍ବାରା ମାେତେ ବିରକ୍ତ କଲେ। ସମାନେେ ନିଜର ସୁଗନ୍ଧି ଦ୍ରବ୍ଯ ରଖିଲେ ଓ ନିଜ ନିଜର ପଯେ ନବୈେଦ୍ଯ ଢ଼ାଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୌରଭାର୍ଥକ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ମୁଁ ଆଗରେ ଯେଉଁ ଦେଶ ସେମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଥିଲି, ସେହି ଦେଶକୁ ସେମାନଙ୍କୁ ଆଣିଲି। ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେମାନଙ୍କର ବଳିଦାନ କଲେ। ସେମାନେ ସେମାନଙ୍କର ବଳିଦାନ ଦ୍ୱାରା ମୋତେ ବିରକ୍ତ କଲେ। ସେମାନେ ନିଜର ସୁଗନ୍ଧି ଦ୍ରବ୍ୟ ରଖିଲେ ଓ ନିଜ ନିଜର ପେୟନୈବେଦ୍ୟ ଢାଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
Odia IRV 2017 (ଓଡିଆ ବାଇବେଲ)