Ezekiel 20:3 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ପ୍ରାଚୀନବର୍ଗଙ୍କୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତେଣୁ ତୁମ୍ଭମାନେେ ମାେ ବିଷଯ ରେ ତଦାରଖ କରିବାକୁ ଆସିଅଛ? ମୁଁ ଜୀବିତ ଥିବା ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ କିଛି ପଚାରିବାକୁ ଦବେି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ପ୍ରାଚୀନବର୍ଗଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ତେଣୁ ତୁମ୍ଭେମାନେ ମୋ’ ବିଷୟରେ ତଦାରଖ କରିବାକୁ ଆସିଅଛ? ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କିଛି ପଗ୍ଭରିବାକୁ ଦେବି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।”