Ezekiel 20:30 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଇଶ୍ରାୟେଲର ଲୋକମାନଙ୍କୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ପଚାରନ୍ତି, ପିତୃପୁରୁଷମାନଙ୍କ ପରି କାର୍ୟ୍ଯ କରି ମୂର୍ତ୍ତିମାନଙ୍କ ସହିତ ବ୍ଯଭିଚାରୀତା କରି ତୁମ୍ଭମାନେେ କ'ଣ ନିଜକୁ ଅଶୁଚି କରୁ ନାହଁ ଓ ସମାନଙ୍କେର ଘୃଣ୍ଯ ମୂର୍ତ୍ତିମାନଙ୍କ ଦ୍ବାରା ବ୍ଯଭିଚାରୀ ହେଉଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ତୁମ୍ଭେ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣା-ମାନଙ୍କର ପିତୃପୁରୁଷଗଣର ରୀତିଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ପଗ୍ଭରନ୍ତି, ପିତୃପୁରୁଷମାନଙ୍କ ପରି କାର୍ଯ୍ୟ କରି ମୂର୍ତ୍ତିମାନଙ୍କ ସହିତ ବ୍ୟଭିଗ୍ଭରୀତା କରି ତୁମ୍ଭେମାନେ କ’ଣ ନିଜକୁ ଅଶୁଚି କରୁ ନାହଁ ଓ ସେମାନଙ୍କର ଘୃଣ୍ୟ ମୂର୍ତ୍ତିମାନଙ୍କ ଦ୍ୱାରା ବ୍ୟଭିଗ୍ଭରୀ ହେଉଅଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?
Odia IRV 2017 (ଓଡିଆ ବାଇବେଲ)
ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?