Ezekiel 20:31 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ଉପହାର ଆଣୁଛ, ନିଜ ନିଜ ସନ୍ତାନମାନଙ୍କୁ ଆଜି ପର୍ୟ୍ଯନ୍ତ ଅଗ୍ନି ରେ ଉତ୍ସର୍ଗ କରୁଛ? ହେ ଇଶ୍ରାୟେଲର ଲୋକମାନେ, ମାଠାରୁେ ଉପଦେଶ ନବୋକୁ ତୁମ୍ଭମାନଙ୍କୁ ଅନୁମତି ଦବେି କି? ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ମୁଁ ଜୀବିତ ଥିବାୟାଏ ତୁମ୍ଭମାନଙ୍କୁ ଉପଦେଶ କି ପରାମର୍ଶ ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ-ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ଉପହାର ଆଣୁଛ, ନିଜ ନିଜ ସନ୍ତାନମାନଙ୍କୁ ଆଜି ପର୍ଯ୍ୟନ୍ତ ଅଗ୍ନିରେ ଉତ୍ସର୍ଗ କରୁଛ? ହେ ଇସ୍ରାଏଲର ଲୋକମାନେ, ମୋ’ଠାରୁ ଉପଦେଶ ନେବାକୁ ତୁମ୍ଭମାନଙ୍କୁ ଅନୁମତି ଦେବି କି? ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ମୁଁ ଜୀବିତ ଥିବାଯାଏ ତୁମ୍ଭମାନଙ୍କୁ ଉପଦେଶ କି ପରାମର୍ଶ ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;