Ezekiel 20:32 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କହୁଛ, ଆସ ଆମ୍ଭମାନେେ ଅନ୍ୟ ଦେଶୀଯମାନଙ୍କ ପରି ହବୋ, ଗୋଷ୍ଠୀଯମାନଙ୍କ ପରି ହବୋ, ଯେଉଁମାନେ କାଠ ଓ ପଥରର ପୂଜା କରନ୍ତି। ତୁମ୍ଭମାନଙ୍କର ମନ ରେ ଉଠୁଥିବା ଏହି ଇଚ୍ଛା କବେେ ପୂରଣ ହବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କହୁଛ, ଆସ ଆମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ପରି ହେବା, ଗୋଷ୍ଠୀୟମାନଙ୍କ ପରି ହେବା, ଯେଉଁମାନେ କାଠ ଓ ପଥରର ପୂଜା କରନ୍ତି। ତୁମ୍ଭମାନଙ୍କର ମନରେ ଉଠୁଥିବା ଏହି ଇଚ୍ଛା କେବେ ପୂରଣ ହେବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ‘ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ,’ ତାହା କେବେ ଘଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ।”