Ezekiel 20:33 — Compare Translations

5 translations compared side by side

Odia - 1840
"ମାରେ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପର୍ୟ୍ଯନ୍ତ ନିଶ୍ଚଯ ବଳବାନ୍ ହସ୍ତ ବିସ୍ତୀର୍ଣ୍ଣ ବାହୁ ଓ କୋପ ବର୍ଷଣ ଦ୍ବାରା ତୁମ୍ଭମାନଙ୍କ ଊପ ରେ ରାଜା ହାଇେ ଶାସନ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ଵାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପର୍ଯ୍ୟନ୍ତ ନିଶ୍ଚୟ ବଳବାନ୍ ହସ୍ତ ବିସ୍ତୀର୍ଣ୍ଣ ବାହୁ ଓ କୋପ ବର୍ଷଣ ଦ୍ୱାରା ତୁମ୍ଭମାନଙ୍କ ଊପରେ ରାଜା ହୋଇ ଶାସନ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;