Ezekiel 20:34 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପ ବର୍ଷଣ ଦ୍ବାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ଯରୁ ବାହାର କରିଆଣିବୁ ଓ ଛିନ୍ନ ଭିନ୍ନ ହାଇେ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ଵାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପ ବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବୁ ଓ ଛିନ୍ନଭିନ୍ନ ହୋଇ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;