Ezekiel 20:35 — Compare Translations
5 translations compared side by side
Odia - 1840
"ଏବଂ ମୁଁ ତୁମ୍ଭମାନଙ୍କୁ ଗୋଷ୍ଠୀ ସମୂହର ମରୁଭୂମିକୁ ଆଣି ମୁହାଁମୁହିଁ ତୁମ୍ଭମାନଙ୍କର ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ତୁମ୍ଭମାନଙ୍କୁ ଗୋଷ୍ଠୀ ସମୂହର ମରୁଭୂମିକୁ ଆଣି ମୁହାଁମୁହିଁ ତୁମ୍ଭମାନଙ୍କର ବିଗ୍ଭର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।”