Ezekiel 20:36 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ମୁଁ ମିଶର ଦେଶର ମରୁଭୂମିରେ ତୁମ୍ଭମାନଙ୍କର ପିତୃପୁରୁଷଗଣର ବିଚାର କରିଥିଲି, ମୁଁ ତୁମ୍ଭମାନଙ୍କର ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପିତୃପୁରୁଷଗଣର ସହିତ ବିଚାର କରିଥିଲୁ, ସେପରି ତୁମ୍ଭମାନଙ୍କ ସହିତ ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, ମୁଁ ମିଶର ଦେଶର ମରୁଭୂମିରେ ତୁମ୍ଭମାନଙ୍କର ପିତୃପୁରୁଷଗଣର ବିଗ୍ଭର କରିଥିଲି, ମୁଁ ତୁମ୍ଭମାନଙ୍କର ବିଗ୍ଭର କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।