Ezekiel 20:37 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବୁ ଓ ତୁମ୍ଭମାନଙ୍କୁ ଚୁକ୍ତି ବନ୍ଧନ ରେ ଆବଦ୍ଧ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବୁ ଓ ତୁମ୍ଭମାନଙ୍କୁ ଚୁକ୍ତି ବନ୍ଧନରେ ଆବଦ୍ଧ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;