Ezekiel 20:38 — Compare Translations
5 translations compared side by side
Odia - 1840
"ପୁଣି ମୁଁ ବିଦ୍ରାହୀମାନଙ୍କୁ ଓ ମାେ ବିରୋଧୀ ପାପୀମାନଙ୍କୁ ତୁମ୍ଭମାନଙ୍କ ମଧ୍ଯରୁ ବାହାର କରି ଦୂର କରି ଦବେି। ସମାନେେ ଯେଉଁ ଦେଶ ରେ ପ୍ରବାସ କରି ରହୁଛନ୍ତି, ସେ ଦେଶରୁ ମୁଁ ସମାନଙ୍କେୁ ବାହାର କରି ଆଣିବି, ମାତ୍ର ସମାନେେ ଇଶ୍ରାୟେଲ ଦେଶ ରେ ପ୍ରବେଶ କରିବେ ନାହିଁ। ତହିଁରେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭମାନେେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ବିଦ୍ରାହୀମାନଙ୍କୁ ଓ ମୋ’ ବିରୋଧୀ ପାପୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରି ଦୂର କରି ଦେବି। ସେମାନେ ଯେଉଁ ଦେଶରେ ପ୍ରବାସ କରି ରହୁଛନ୍ତି, ସେ ଦେଶରୁ ମୁଁ ସେମାନଙ୍କୁ ବାହାର କରି ଆଣିବି, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ। ତହିଁରେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ତୁମ୍ଭେମାନେ ଜାଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରିଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”