Ezekiel 20:4 — Compare Translations

5 translations compared side by side

Odia - 1840
"ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ସମାନଙ୍କେର ବିଚାର କରିବ? ସମାନଙ୍କେର ପିତୃପୁରୁଷମାନଙ୍କର ଘୃଣା ଯୋଗ୍ଯ କ୍ରିଯାସବୁ ସମାନଙ୍କେୁ ଜ୍ଞାତ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପିତୃପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ;
Odia Bible ERV 2004 (ପବିତ୍ର ବାଇବଲ)
ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ସେମାନଙ୍କର ବିଗ୍ଭର କରିବ? ସେମାନଙ୍କର ପିତୃପୁରୁଷମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,”